www.samajalive.in
Tuesday, December 9, 2025
26.1 C
Bhubaneswar

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯୁଯୋମୁରା ବ୍ଲକ ମଜୁରିଆପଡାରେ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଶ୍ୟାମସୁନ୍ଦର ପ୍ରଧାନ ବୋଲି ଜଣାପଡିଛି। ଶ୍ୟାମସୁନ୍ଦରା  ନୂଆ ମୁଣ୍ଡାରୁ  ସାଇକେଲ ଯୋଗେ ନିଜ ଘରକୁ ଫେରୁଥିଲେ। ଏତିକିବେଳେ ମଜୁରିଆପଡା ନିକଟରେ ୬ ଟିକିଆ ହାତୀପଲଙ୍କ ହାବୁଡରେ ପଡି ଯାଇଥିଲେ। ହାତୀ ପଲ ଶ୍ୟାମ ସୁନ୍ଦରଙ୍କୁ ଦଳି ମାରି ଦେଇଥିଲେ। ଖବର ପାଇବା ପରେ ବନ ବିଭାଗର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ହାତୀଙ୍କ ଗତିବିଧି ଉପରେ ନଜର ରଖିଛି।

Hot this week

ଭାରତର ଦ୍ୱିତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ଦ୍ୱିତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories