ଅନୁଗୁଳ : ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ଟାଇଁପାଳ ଗ୍ରାମର ବୋଲି ଜଣା ପଡିଛି। ସୂଚନା ଅନୁଯାୟୀ ବ୍ୟକ୍ତି ଜଣକ କୌଣସି କାମରେ ଘରର ବାରିପଛପଟକୁ ଯାଇଥିବା ବେଳେ ହାତୀଟି ତାଙ୍କୁ ଆକ୍ରମଣ କରିଥିଲା। ଫଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିବାର ଲୋକେ ତାଳଚେର ବଅଁରପାଳ ମୁଖ୍ୟ ରାସ୍ତାରେ ଶବ ରଖି ରାସ୍ତାରୋକ କରିଛନ୍ତି।
Popular Categories



