www.samajalive.in
Monday, December 15, 2025
16.1 C
Bhubaneswar

ହାତୀ ଆକ୍ରମଣରେ ବୃଦ୍ଧ ମୃତ, ଜଣେ ଗୁରୁତର

ଦେବଗଡ଼: ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ମହିଳା ଗୁରୁତର ହୋଇଛନ୍ତି। ରିଆମାଳ ରେଞ୍ଜ ଜୁରାଡଙ୍ଗା ଗ୍ରାମରେ ଗୋଠ ଛଡା ଦନ୍ତାହାତୀ ଉପଦ୍ରବ ବଢିବାରେ ଲାଗିଛି। ମୃତକ ହେଲେ ଜୁରାଡଙ୍ଗା ଗ୍ରାମର କୁଞ୍ଜ ଦେହୁରୀ, ରଜନୀ ବେହେରା ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ବୃଦ୍ଧ ଜଣଙ୍କ ଶୌଚ ପାଇଁ ଯାଇଥିବା ବେଳେ ଆକ୍ରମଣ କରିଥିଲା ହାତୀ। ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories