www.samajalive.in
Sunday, December 14, 2025
23.1 C
Bhubaneswar

ଘର ଭାଙ୍ଗିଲା ଗୋଠ ଛଡା ଦନ୍ତା

ପାଟଣା : ପାଟଣା ବନାଞ୍ଚଳ ଅନ୍ତର୍ଗତ ଖିରେଇଟାଙ୍ଗିରୀ ସେକ୍ସନ ଅଞ୍ଚଳରେ ଗତକାଲି ଶୁକ୍ରବାର ରାତିରୁ ଏକ ଗୋଠ ଛଡା ଦନ୍ତା ପ୍ରବେଶ କରିଥିବାବେଳେ ଏହି ଦନ୍ତା ଗତରାତି ଲକ୍ଷ୍ମୀପଶି ଗ୍ରାମର ତ୍ରିଲୋଚନ ମହାନ୍ତଙ୍କ ଘର ଭାଙ୍ଗିଦେଇଛି । ଏହା ସହ ଢ଼ୀକାପୁଡ଼ି ଗ୍ରାମର ଭୋଳେଶ୍ୱର ମହାନ୍ତଙ୍କ ଖଳାରୁ ଧାନ ଖାଇଯିବା ସହ ତାଙ୍କ ପାଚେରୀ ଭାଙ୍ଗିଦେଇଛି ଦନ୍ତା । ସେହିପରି ବେଲପଶି ଗ୍ରାମର କରୁଣା ନାୟକଙ୍କ ଘର ଏହି ଗୋଠ ଛଡା ଦନ୍ତା ଭାଙ୍ଗିଥିବା ସୂଚନା ମିଳିଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories