www.samajalive.in
Sunday, December 14, 2025
19.1 C
Bhubaneswar

ବସ୍ତିରେ ପଶି ଘର ଭାଙ୍ଗିଲା ହାତୀ, ଭିଡ଼ିଓ ଦେଖିଲେ ଭୟ ଲାଗିବ

ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମରେ ପଶୁ ପକ୍ଷୀଙ୍କ ଅନେକ ଭିଡିଓ ଭାଇରାଲ ହୋଇଥାଏ । ଏଥିରୁ କିଛି କୌତୁକିଆ ହୋଇଥାଏ, ଆଉ କିଛି ଅତି ଭୟଙ୍କର ହୋଇଥାଏ । ଏବେ ଏମିତି ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି ଯେଉଁଥିରେ ହାତୀ ପଲ ବସ୍ତିରେ ଥିବା ଛୋଟ ଛୋଟ ଘର ଭାଙ୍ଗି ଦେଉଥିବା ଦେଖିବାକୁ ମିଳୁଛି ।

- Advertisement -

ଭିଡିଓରେ ନଜର ଆସୁଛି କି ଏକ ମାଈ ହାତୀ ନିଜ ପିଲାଙ୍କୁ ଧରି ବସ୍ତି ଅଞ୍ଚଳକୁ ପଶିଆସୁଛି । ଏହି ସମୟରେ ସେଠାରେ ଥିବା ଗାଈ, ମଇଁଷି ଇଆଡେ ସିଆଡେ ଦୌଡିବାକୁ ଲାଗୁଛନ୍ତି । ତେବେ ହାତୀ ନିଜ ପିଲାଙ୍କ ସହ ଜୋରରେ ଦୌଡୁଛି ଯାହା ଫଳରେ ସେଠାରେ ଥିବା ଅନେକ ଛୋଟ ଛୋଟ ଘର ଭାଙ୍ଗି ଯାଉଛି । ଭିଡିଓଟି ଭାଇରାଲ ହେବାରେ ଲାଗିଛି । ୮୦ ହଜାରରୁ ଅଧିକ ଲୋକ ଏହାକୁ ଲାଇକ୍ କରିଛନ୍ତି ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories