www.samajalive.in
Saturday, December 6, 2025
23.1 C
Bhubaneswar

ଦନ୍ତାହାତୀର ମୃତଦେହ ଠାବ

ସମ୍ବଲପୁର : ସମ୍ବଲପୁର ଜିଲା ସଦର ରେଞ୍ଜ ଅନ୍ତର୍ଗତ ଇଚ୍ଛାପାଳ ଜଙ୍ଗଲ ଭିତରେ ବୁଧବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ବିଦ୍ୟୁତ ଆଘାତ କିମ୍ବା ଶିକାରୀଙ୍କ ଦ୍ୱାରା ହାତୀଟିର ମୃତ୍ୟୁ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହାତୀ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସୂଚନା ମିଳିଛି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories