www.samajalive.in
Monday, December 15, 2025
16.1 C
Bhubaneswar

ନର୍ଲାରେ ହାତୀ ମୃତଦେହ ଠାବ

ଭବାନୀପାଟଣା: କଳାହାଣ୍ଡି ନର୍ଲା ରେଞ୍ଜ ଅନ୍ତର୍ଗତ ରେଗଡ଼ିମାଲ ଗାଁ ନିକଟ ବିଲରେ ଏକ ମାଈ ହାତୀର ମୃତଦେହ ଠାବ ହୋଇଛି। ହାତୀର ବୟସ ପ୍ରାୟ ୧୫ବର୍ଷ ହୋଇଥିବା ସୂଚନା ମିଳିଛି। ତେବେ କିପରି ହାତୀର ମୃତ୍ୟୁ ହେଲୋ ତାହାର କାରଣ ଜଣାପଡ଼ିନାହିଁ। ତେବେ ସଂପୃକ୍ତ ଅଞ୍ଚଳରେ ୧୧ କେଭି ତାର ଯାଇଥିବା ଏବଂ ବାରହା ଶିକାର ପାଇଁ କିଛି ଶିକାରୀ ନିୟମିତ ତାର ବିଛାଉଥିବା କୁହାଯାଉଛି। ସେହି ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ହାତୀ ମୃତ୍ୟୁର ଖବର ପାଇ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories