www.samajalive.in
Monday, December 15, 2025
26.1 C
Bhubaneswar

ଆଖି ବୁଜିଲା ଯଶୋଦା

ବାରିପଦା: ଆଖି ବୁଜିଲା ଅସୁସ୍ଥ ହାତୀ ଯଶୋଦା । ଶିମିଳିପାଳ ଜେନାବିଲି ରେଞ୍ଜରେ ହାତୀ ଯଶୋଦାର ମୃତ୍ୟୁ ହୋଇଥିବା ନେଇ  ସୂଚନା ଦେଇଛନ୍ତି ଶିମିଳିପାଳ ଆରସିସିଏଫ୍। ଯଶୋଦା ଡିପ୍ ବର୍ଣ୍ଣ ରୋଗରେ ପୀଡିତ ଥିଲା। ମୃତ୍ୟୁ ବେଳକୁ ତାକୁ ୩୬ ବର୍ଷ ବୟସ ହୋଇଥିବା ଅନୁମାନ କରାଯାଉଛି। ଯଶୋଦା କିଛି ଦିନ ତଳେ ଚନ୍ଦକାରେ ଥିବା ସମୟରେ ଅସୁସ୍ଥ ହୋଇଥିଲା। ସେଠାରେ ଦିନକୁ ଦିନ ସ୍ଵାସ୍ଥ୍ୟବସ୍ଥା ଅଧିକ ବିଗିଡିବାରୁ ଜେନାବିଲ ରେଞ୍ଜକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ଚିକିତ୍ସାଧିନ ଅବସ୍ଥାରେ ଯଶୋଦାର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories