www.samajalive.in
Friday, December 5, 2025
26.1 C
Bhubaneswar

ହ୍ରଦରେ ହାତୀପଲ ; ବ୍ୟାପକ ଚିଙ୍ଗୁଡ଼ିଘେରି ନଷ୍ଟ

ବ୍ରହ୍ମପୁର : ବ୍ରହ୍ମପୁରର ଚିକିଟି ସୁନାପୁର ସୋରଳିତାମ୍ପ ହ୍ରଦରେ ହାତୀପଲ ଥିବା ନେଇ ମଙ୍ଗଳବାର ଖବର ମିଳିଛି। ହ୍ରଦ ଭିତରେ ପଶିଥିବାରୁ ବ୍ୟାପକ ଚିଙ୍ଗୁଡ଼ିଘେରି ନଷ୍ଟ ହେବା ସହ ମାଛଧରା ଡଙ୍ଗା ମଧ୍ୟ ଭାଙ୍ଗିଛନ୍ତି। ହାତୀପଲରେ ୧୬ଟି ହାତୀ ରହିଛନ୍ତି। ଖବର ପାଇ ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ହାତୀପଲଙ୍କ ଉପରେ ନଜର ରଖିଛନ୍ତି ବୋଲି ସୂଚନା ମିଳିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories