www.samajalive.in
Friday, December 12, 2025
15.1 C
Bhubaneswar

ପାଟଣା ବନାଞ୍ଚଳକୁ ଲେଉଟିଲେ ହାତୀପଲ

ପାଟଣା: ଚମ୍ପୁଆ ବନାଞ୍ଚଳ ଇଲାକାରୁ ପାଟଣା ବନାଞ୍ଚଳ ଇଲାକାକୁ ୨୭ ଟିକିଆ ହାତୀପଲ ପ୍ରବେଶ କରିଛନ୍ତି। ଏହି ହାତୀ ପଲରେ ୭ଟି ଦନ୍ତା,୧୩ଟି ମାଈ ହାତୀ ଓ ୭ଟି ହାତୀ ଶାବକ ରହିଥିବା ସୂଚନା ମିଳିଛି। ଏହି ହାତୀ ପଲ ଆଜି ଖିରେଇଟାଙ୍ଗିରି ବନକ୍ଷେତ୍ର ଇଲାକା ବାଉଁଶୂଳି ସଂରକ୍ଷିତ ଜଙ୍ଗଲରେ ଡେରା ପକାଇଥିବାବେଳେ ଗୋଡିପୋଖରୀ ଓ ବାଉଁଶୁଳି ଆଦି ଗ୍ରାମର ଚାଷ ଜମିରେ ପଶି ଧାନ ଫସଲ ନଷ୍ଟ କରିଛନ୍ତି। ଖିରେଇଟାଙ୍ଗିରୀ ବନପାଳ ପୂର୍ଣ୍ଣଚନ୍ଦ୍ର ମହାନ୍ତ ଓ ଗଜସାଥୀମାନେ ହାତୀଙ୍କ ଉପରେ ନଜର ରଖିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories