www.samajalive.in
Sunday, December 14, 2025
26.1 C
Bhubaneswar

ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର, ଫରେଷ୍ଟର ଗୁରୁତର

କଣ୍ଟାବାଞ୍ଝି: ପରିତ୍ୟକ୍ତ କୂଅରୁ ଉଦ୍ଧାର ହେଲା ହାତୀ ଶାବକ। ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ବିଜାମାଲ ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ହାତୀ ଛୁଆଟି ଖସି ପଡ଼ିଥିଲା । ସ୍ଥାନୀୟ ଲୋକେ ଏହା ଦେଖି ବନବିଭାଗକୁ ଖବର ଦେଇଥିଲେ । ମୁରିବାହାଲ ଦମକଳ ବାହିନୀ ପହଞ୍ଚି ଶାବକକୁ କୂଅରୁ ଉଦ୍ଧାର କରିଛନ୍ତି । ସେପଟେ ହାତୀଟିକୁ ଉଦ୍ଧାର କରିବା ସମୟରେ ଗୁଡ଼ିଘାଟ କେନ୍ଦୁଲିପ ଫରେଷ୍ଟର ପ୍ରଦୀପ ନାଥଙ୍କୁ ହାତୀ ଶାବକଟି ଆକ୍ରମଣ କରିଛି । ଗୁରୁତର ଅବସ୍ଥାରେ ଫରେଷ୍ଟରଙ୍କୁ କଣ୍ଟାବାଞ୍ଜି ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories