www.samajalive.in
Wednesday, December 10, 2025
16.1 C
Bhubaneswar

ଆସିକାରେ ହାତୀପଲଙ୍କ ଆତଙ୍କ, ଗାଁରେ ଫସଲ ନଷ୍ଟ ସହ ଭାଙ୍ଗିଲେ ଘରଦ୍ୱାର

ଗଞ୍ଜାମ: ଆସିକା ରେଞ୍ଜର ଧରାକୋଟ ଓ ଷଡଙ୍ଗିପଲ୍ଲୀରେ ଆତୀ ଆତଙ୍କ। ୧୨ଟିକିଆ ହାତୀ ପଲ ସନ୍ଧ୍ୟା ହେଲେ ଜଙ୍ଗଲ ନିକଟରେ ଥିବା ଗାଁରେ ପଶି ଫସଲ ନଷ୍ଟ କରିବା ସହ ଘରଦ୍ୱାର ଭାଙ୍ଗି ଆତଙ୍କ ଖେଳାଇଛନ୍ତି। ତେବେ ହାତୀମାନଙ୍କୁ ରୋକିବା ପାଇଁ ସନ୍ଧ୍ୟାରେ ଗାଁରେ ବିଦ୍ୟୁତ କାଟ କରାଯାଉଛି। ଆସିକା ରେଞ୍ଜରଙ୍କ ନେତୃତ୍ୱରେ ଧରାକୋଟ, ଆସିକା, ସେରଗଡ ଓ ଷଡଙ୍‍ଗୀପାଲି ଫରେଷ୍ଟର ଓ ଫରେଷ୍ଟ ଗାର୍ଡ ହାତୀଙ୍କୁ ସୁରକ୍ଷିତ ଭାବେ ଘଉଡାଇବା ସହ ବିଭିନ୍ନ ସ୍ଥାନରେ ଲୋକଙ୍କୁ ସଚେତନ କରୁଛନ୍ତି।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories