www.samajalive.in
Sunday, December 7, 2025
14.1 C
Bhubaneswar

ଜାତୀୟ ରାଜପଥ ଦେଇ ରାସ୍ତା ପାରି ହେଲା ଦନ୍ତା, ଭୟଭୀତ ଲୋକେ

ସମ୍ବଲପୁର: ସମ୍ବଲପୁର ଜିଲା ଯୁଯୋମୁରା ବ୍ଲକ୍ ପଡିଆବାହାଲ ବନାଞ୍ଚଳ ଅନ୍ତର୍ଗତ ଜାତୀୟ ରାଜପଥରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ସକାଳ ପ୍ରାୟ ୬ଟା ସମୟରେ ପଇଦାମାଲ ଗାଁରୁ ମାଲିମୁଣ୍ଡା ପର୍ଯ୍ୟନ୍ତ ଯାଇଥିବା ରାସ୍ତାରେ ଏକ ହାତୀ ପାର୍ ହେଉଥିବା ଦେଖିବାକୁ ମିଳିଛି। ଏହାକୁ ଦେଖି  ଲୋକେ ଭୟଭୀତ ହୋଇ ପଡିଥିବାବେଳେ କିଛି ସମୟ ପାଇଁ ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ପରେ ଖବର ପାଇ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ହାତୀର ଗତିବିଧି ଉପରେ ତୀକ୍ଷଣ ନଜର ରଖିଥିଲେ। ତେବେ ଦିନକୁ ଦିନ ହାତୀ ଉପଦ୍ରବ ବୃଦ୍ଧି ପାଉଥିବା ବେଳେ ଏହାର ସ୍ଥାୟୀ ପ୍ରତିକାର ପାଇଁ ଅଞ୍ଚଳବାସୀମାନେ ଦାବି କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories