www.samajalive.in
Saturday, December 6, 2025
15.1 C
Bhubaneswar

ହାତୀ ଆତଙ୍କରେ ଭୟଭୀତ ଗ୍ରାମବାସୀ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେଞ୍ଜ ଗୁମ୍ମା ଓ ବଡଡେଙ୍ଗିଲେଲି ଗାଁରେ ହାତୀ ଆତଙ୍କ ଦେଖିବାକୁ ମିଳିଛି।  ଯାହାକୁ ନେଇ ଗ୍ରାମବାସୀମାନେ ଭୟଭୀତ ଅବସ୍ଥାରେ ରହିଛନ୍ତି। ୪ଟି ହାତୀ ଗୁମ୍ମା ଓ ବଡଡେଙ୍ଗିଲେଲି ଗାଁକୁ ଆସି ବ୍ୟାପକ ଫସଲ ନଷ୍ଟ କରିଛନ୍ତି। ଏ ନେଇ ଗ୍ରାମବାସୀମାନେ ବନ ବିଭାଗକୁ ଖବର ଦେଇଥିଲେ।  ବନାଞ୍ଚଳ ଅଧିକାରୀ ଚନ୍ଦନ ଗମାଙ୍ଗ ଙ୍କ ନିର୍ଦେଶରେ କିଛି ବନରକ୍ଷୀ ଘଟଣାସ୍ଥଳରେ ପହଞ୍ଚି ହାତୀଙ୍କୁ ଘଉଡାଇବାକୁ ଉଦ୍ୟମ କରିଛନ୍ତି। ଏବଂ ନିଆଁ ଲଗାଇ କିମ୍ବା ବାଜା ବଜାଇ ହାତୀଙ୍କୁ ବିରକ୍ତ ନ କରିବାକୁ ଲୋକଙ୍କୁ ସଚେତନ କରିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories