www.samajalive.in
Sunday, December 7, 2025
15.1 C
Bhubaneswar

ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା: ପ୍ରତିବାଦରେ ସେକ୍ସନ ଅଫିସରେ ତାଲା ପକାଇଲେ ଲୋକେ

ବଣାଇ: ଦନ୍ତା ଉତ୍ପାତରେ ଭାଙ୍ଗିଲା ଘର। ଦୁଇ ଦିନ ହେଲା ବଣାଇ ରେଞ୍ଜରେ ଆତଙ୍କ ଖେଳାଇଛି ହାତୀ। ସୁନ୍ଦରଗଡ ଜିଲ୍ଲା ବଣେଇ ଅଞ୍ଚଳକୁ ଏକ ଦନ୍ତା ଦେବଗଡ ଅଞ୍ଚଳରୁ ପଶିଆସିଛି। ଗୋଗୁଆ, ତଳିତା, ନୂଆପଲ୍ଲୀ , ଧରଣୀଧରପଲ୍ଲୀ ଅଞ୍ଚଳରେ ଉତ୍ପାତ ଚଳାଇଥିବାବେଳେ ବୁଧବାର ରାତିରେ ଧରଣୀଧରପଲ୍ଲୀ ଗାଁରେ ୪ଟି ଘର ଭାଙ୍ଗିଛି ଦନ୍ତା। ହାତୀକୁ ଘଉଡାଇବାରେ ବନ ବିଭାଗ ଅସଫଳ ହେବାରୁ ଉତ୍ତ୍ୟକ୍ତ ଗ୍ରାମବାସୀ ସ୍ଥାନୀୟ ନର୍ସରୀକୁ ତାଲା ପକାଇ ହାତୀକୁ ତୁରନ୍ତ ଅନ୍ୟତ୍ର ନେବାକୁ ଦାବି କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories