www.samajalive.in
Saturday, December 6, 2025
26.1 C
Bhubaneswar

ଗୋଠଛଡା ଦନ୍ତା ହାତୀର ଉତ୍ପାତ: କାନ୍ଥ ଭାଙ୍ଗିଲା, ଫସଲ ନଷ୍ଟ କଲା

ସୁନ୍ଦରଗଡ: ସୁନ୍ଦରଗଡ ବଣାଇ ମଗରମୁଣ୍ଡାରେ ଗୋଠଛଡା ଦନ୍ତା ହାତୀର ଉତ୍ପାତ। ବୁଧବାର ରାତିରେ ଗୋବିନ୍ଦପୁର ନିକଟ ମଦରମୁଣ୍ଡା ଅଞ୍ଚଳରେ ହାତୀପଲ ଆତଙ୍କ ଖେଳାଇଛନ୍ତି।  ବହୁ ଲୋକଙ୍କ ଘର ଭାଙ୍ଗିବା ସହ ଆସବାବପତ୍ର ନଷ୍ଟ କରିଦେଇଛନ୍ତି। ହାତୀ ଭୟରେ ରାତିସାରା ଅନିଦ୍ରା ହେଉଛନ୍ତି ଗାଁଲୋକେ। ଶୋଇଥିବାବେଳେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୩ରୁ ୪ ପରିବାର।  ସେପଟେ ବନ ବିଭାଗ ହାତୀ ଘଉଡାଇବା ପାଇଁ ଆସୁନଥିବା ଅଭିଯୋଗ ହୋଇଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories