www.samajalive.in
Saturday, December 6, 2025
15.1 C
Bhubaneswar

ହାତୀ ଦାନ୍ତ ଡିଲ୍ ବେଳେ ୩ଜଣଙ୍କୁ ଗିରଫ କଲା ବନ ବିଭାଗ

ଦେବଗଡ: ଦେବଗଡ ବନଖଣ୍ଡ ଅଞ୍ଚଳରୁ ହାତୀ ଦାନ୍ତ ଜବତ ହୋଇଛି। ଏହି ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏକ ହୋଟେଲରେ ଡିଲ୍ ଚାଲିଥିବାବେଳେ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚିଥିଲା। ଏବଂ ୩ ଜଣଙ୍କୁ ଗିରଫ କରିଥିଲା।  ଗିରଫ ୩ ଜଣଙ୍କ ମଧ୍ୟରୁ ଜଣେ ଗହଣା ବ୍ୟବସାୟୀ ଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories