www.samajalive.in
Friday, December 5, 2025
20.1 C
Bhubaneswar

ଦେଖନ୍ତୁ ଭିଡିଓ ; ଯାତ୍ରୀବାହୀ ବସ୍‌ ଉପରେ ଚଢିଗଲା ଦନ୍ତାହାତୀ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ଜୀବଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ୍‌ ହୋଇଥାଏ । ଯାହା ସଭିଁଙ୍କ ଧ୍ୟାନକୁ ଆକର୍ଷିତ କରିବା ସହ ଭୟଭୀତ ମଧ୍ୟ କରିଥାଏ। କିଛି ଭିଡିଓ ସହଜରେ ବିଶ୍ୱାସ କରି ହୁଏ ନାହିଁ। ନିକଟରେ ଏଭଳି ହିଁ ଏକ ଭିଡିଓ ଭାଇରାଲ୍‌ ହେଉଛି। ଭାଇରାଲ୍‌ ହେଉଥିବା ଏହି ଭିଡିଓରେ ଏକ ଦନ୍ତା ଜଙ୍ଗଲୀ ହାତୀକୁ ଦେଖିପାରିବେ। ରାସ୍ତାରେ ଏକ ଯାତ୍ରୀବାହୀ ବସ୍‌ ଯାଉଛି। ହଠାତ୍‌ ଦନ୍ତା ହାତୀଟି ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଉଛି।


ଏହାପରେ ବସ୍‌ ଉପରେ ଚଢି ସେଠାରେ ବସୁଥିବା ଦେଖାଯାଉଛି। ଏହାଦେଖି ସେଠାରେ ଉପସ୍ଥିତ ଥିବା ଲୋକେ ଆଶ୍ଚର୍ଯ୍ୟ ଚକିତ ସହ ଭୟଭୀତ ହୋଇଛନ୍ତି। ଭିଡିଓକୁ ଏଯାଏଁ ହଜାର ହଜାର ଲୋକେ ଦେଖିବା ସହ ଭିନ୍ନ ଭିନ୍ନ ମତ ଦେଉଛନ୍ତି।

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ତ୍ରିଗ୍ରହୀ ଯୋଗ ; ଏହି ରାଶି ହେବେ ଭାଗ୍ୟବାନ୍‌, ହଠାତ୍‌ ମିଳିବ ଧନ, ଚାକିରି, ରହିବନି ଚିନ୍ତା..

- Advertisement -

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories