www.samajalive.in
Saturday, December 6, 2025
15.1 C
Bhubaneswar

ଆସନ୍ତା ମାସରୁ ଏଲିଭେଟେଡ୍ କରିଡର କାମ: ପୂର୍ତ୍ତ ମନ୍ତ୍ରୀ

ଭୁବନେଶ୍ଵର: ଆସନ୍ତା ମାସରୁ ହେବ ଏଲିଭେଟେଡ୍ କାମ। ରାଜଧାନୀରେ ନାଗପୁର ଢାଞ୍ଚାରେ କରିଡର କରାଯିବ। ଏ ନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଜୟଦେବ ବିହାର ଛକରୁ ନନ୍ଦନକାନନ ଯାଏଁ ଏଲିଭେଟେଡ୍ ରୋଡ୍ ହେବ। ଏଥିଲାଗି ୨୭୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏପ୍ରିଲ୍‌ ମାସ ଶେଷ ସୁଦ୍ଧା କାମ ଆରମ୍ଭ ହେବ ଏବଂ ସବୁ ଛକରେ ବାଇପାସ୍ ରୋଡ୍ ରହିବ। ଉପର କରିଡରରେ ମେଟ୍ରୋ ଚାଲିବା ପାଇଁ ବ୍ୟବସ୍ଥା ହୋଇଛି।  ରାଜଧାନୀର ମୁଖ୍ୟ ରାସ୍ତାରେ ଭିଡ ହ୍ରାସ ଲାଗି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories