www.samajalive.in
Tuesday, December 9, 2025
16.1 C
Bhubaneswar

ଦନ୍ତା ଆକ୍ରମଣରେ ଚାଷୀ ମୃତ

ରିଆମାଳ : ଥମୁନି ଦନ୍ତା ଆତଙ୍କ। ରିଆମାଳ ବନାଞ୍ଚଳ ତୁଙ୍ଗାମାଳ ପଞ୍ଚାୟତ ଅନ୍ତର୍ଗତ କାଞ୍ଜିଆମ୍ବ ଗାଁରେ ଅଭାବନୀୟ ଘଟଣା ଘଟିଛି। ଦନ୍ତା ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତ ଚାଷୀ ଯାତ୍ରା ପ୍ରଧାନ ବୋଲି ଜଣାପଡିଛି।  ଯାତ୍ରା ଶନିବାର ଅପରାହ୍ଣରେ ଘର ନିକଟରେ ଥିବା ଏକ ବାଇଗଣ ବଗିଚାରେ କାମ କରୁଥିଲେ। ସନ୍ଧ୍ୟା ସମୟରେ ଏକ ଦନ୍ତା ବଗିଚାରେ ପଶି ଫସଲ ନଷ୍ଟ କରୁଥିଲାବେଳେ ସେ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହୋଇଥିଲେ। ରେଞ୍ଜର ନିରଞ୍ଜନ ଧରୁଆ ଘଟଣାର ତଦନ୍ତ କରୁଛନ୍ତି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories