nua o banner

ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡାଙ୍କ ପରଲୋକ

BJD Bijuli 480×75 Mob

କଟକ: ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ୭୬ବର୍ଷ ବୟସରେ କଟକ ସିଡିଏ ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିିଛି। ‘ସମାଜ’ର ପୂର୍ବତନ ବରିଷ୍ଠ ସହ ସମ୍ପାଦକ ଭାବେ ଅବସର ଗ୍ରହଣ କରିଥିଲେ।

Comments are closed.