www.samajalive.in
Friday, December 12, 2025
19.1 C
Bhubaneswar

ପରଲୋକରେ ବିଶିଷ୍ଟ ତବଲା ବାଦକ ଜାକିର ହୁସେନ

ନୂଆଦିଲ୍ଲୀ: ପରଲୋକରେ ବିଶିଷ୍ଟ ତବଲା ବାଦକ ଜାକିର ହୁସେନ। ବିଶିଷ୍ଟ ତବଲା ବାଦକ ଜାକିର ହୁସେନଙ୍କ ଆମେରିକାର ସାନ ପ୍ରାନ୍ସିକୋର ଏକ ହସ୍ପିଟାଲରେ ପରଲୋକ। ମୃତ୍ୟୁବେଳକୁ ତାଙ୍କୁ ୭୩ବର୍ଷ ହୋଇଥିଲା। ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ, ପଦ୍ମଭୂଷଣ ଓ ପଦ୍ମବିଭୂଷଣ ଉପାଧିରେ ସମ୍ମାନୀତ କରିଛନ୍ତି। ଭାରତୀୟ ସଙ୍ଗୀତ ଜଗତ ପ୍ରତି ତାଙ୍କର ଅବଦାନ ଅତୁଳନୀୟ। ଅନେକ ଶାସ୍ତ୍ରୀୟ ସଙ୍ଗୀତରେ ସେ ପାରଙ୍ଗମ ଥିଲେ।

ସୂଚନା ଅନୁଯାୟୀ ଆଜି ଜାକିର ହୁସେନଙ୍କ ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବାରୁ ତାଙ୍କୁ ଆମେରିକାରେ ଏକ ହସ୍ପିଟାଲରେ ଭର୍ତ୍ତି କରଯାଇଥିଲା । ହୃଦଘାତ ଜନିତ ସମସ୍ୟା ଦେଖା ଦେବାପରେ ତାଙ୍କୁ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଆଜି ସକାଳୁ ସାନ୍‌ଫ୍ରାନ୍‌ସିସ୍‌କୋରେ ତାଙ୍କ ଚିକିତ୍ସା ଜାରି ରହିଥିଲା । ତେବେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ଆସିନଥିଲା । ଶେଷରେ ଆଜି ଜାକିର ହୁସେନ ସବୁଦିନ ପାଇଁ ଆଖି ବୁଜିଛନ୍ତି । ତାଙ୍କ ବିୟୋଗରେ ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories