www.samajalive.in
Sunday, December 7, 2025
14.1 C
Bhubaneswar

୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲ ମୂଳପୋଛ: ଅମିତ୍ ଶାହା

ନୂଆଦିଲ୍ଲୀ: ଛତିଶଗଡ ଏନକାଉଣ୍ଟର ପରେ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମୋଦୀଙ୍କ ନେତୃତ୍ଵରେ ଦେଶରୁ ନକ୍ସଲବାଦ ମୂଳୋତ୍ପାଟନ କରାଯିବ। ୨୦୨୬ ମାର୍ଚ୍ଚ ୩୧ ପୂର୍ବରୁ ନକ୍ସଲବାଦ ମୂଳପୋଛ କରାଯିବ। ନକ୍ସଲ ମାନଙ୍କୁ ମୁଖ୍ୟସ୍ରୋତକୁ ଫେରି ଆସିବାକୁ ଅମିତ୍ ଶାହା ଅପିଲ୍‌ କରିଛନ୍ତି। ହିଂସାରେ ପରିବର୍ତ୍ତନ ଆସେନି, କେବଳ ଶାନ୍ତି ଏବଂ ବିକାଶ ଦ୍ଵାରା ହିଁ ଏହା ସମ୍ଭବ ହୋଇଥାଏ।

ସୂଚନା ଅନୁସାରେ ଛତିଶଗଡ ସୁକମା ଜିଲ୍ଲା ଅପମ୍ପଲି ଜଙ୍ଗଲରେ ଗୁଳି ବିନିମୟ ହୋଇଛି। ଡିଆରଜି ଏବଂ ସିଆରପିଏଫ୍ କୋବ୍ରା ଯବାନଙ୍କ ମଧ୍ୟ ମିଳିତ ଅପରେସନ୍ ହୋଇଛି।  ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୧୬ ଜଣ ନକ୍ସଲ ନିହତ ହୋଇଥିବାବେଳେ ଦୁଇ ଯବାନ ସାମାନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଏବେବି ଗୁଳି ବିନିମୟ ଜାରି ରହିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories