www.samajalive.in
Saturday, December 6, 2025
15.1 C
Bhubaneswar

ସୁରକ୍ଷା ବାହିନୀଙ୍କ ଗୁଳିରେ ୩ ମାଓବାଦୀ ନିହତ

ବିଜାପୁର: ଛତିଶଗଡ଼ ବିଜାପୁରର ନେସନାଲ ପାର୍କ ଅଞ୍ଚଳର ଜଙ୍ଗଲରେ ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ସୁରକ୍ଷା ବାହିନୀ ମାଓ ବିରୋଧୀ ଅଭିଯାନ ଆରମ୍ଭ ଚଳାଇଛନ୍ତି। ଅଭିଯାନ ସମୟରେ ରବିବାର ଏହି ଅଞ୍ଚଳରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ବର୍ତ୍ତମାନସୁଦ୍ଧା ଯବାନଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ସ୍ଵୟଂଚାଳିତ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରିଛନ୍ତି ସୁରକ୍ଷା ବାହିନୀ। ଏପର୍ଯ୍ୟନ୍ତ ଗୁଳି ବିନିମୟ ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories