www.samajalive.in
Sunday, December 7, 2025
26.1 C
Bhubaneswar

ଯବାନଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ

ଗରିଆବନ୍ଦ: ଛତିଶଗଡ଼ର ଗରିଆବନ୍ଦ ଜିଲାର ଇନ୍ଦାଗାଓଁ ଥାନା ଅନ୍ତର୍ଗତ ସୋରନାମାଲ ଜଙ୍ଗଲରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଡିଆରଜି, ଏସଟିଏଫ ଓ ସିଆରପିଏଫ ଯବାନଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି। ପ୍ରାୟ ୩ ଶହ ଯବାନ ରାତିରେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଓଡ଼ିଶାର ନବରଙ୍ଗପୁରରୁ ଯାଇଥିବା ଯବାନ ମଧ୍ୟ ଘେରାବନ୍ଦୀ କରିଛନ୍ତି। ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇବା ପରେ ତଲାସୀ ଅଭିଯାନ ଆରମ୍ଭ କରାଯାଇଥିଲା।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories