www.samajalive.in
Sunday, December 14, 2025
23.1 C
Bhubaneswar

କଟକରେ ପୁଣି ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ସଦା ନାୟକ ଆହତ

କଟକ: ପୁଲିସ ଗୁଳିରେ କଟକର ଦୁର୍ଦ୍ଦାନ୍ତ ଅପରାଧୀ ସଦା ନାୟକ ଆହତ ହୋଇଛି । ସଦାର ବାମ ଗୋଡରେ ଗୁଳି ବାଜିଛି । ତାକୁ ଚିକିତ୍ସା ପାଇଁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି ।

ସଦା ନାମରେ ବିଭିନ୍ନ ଥାନାରେ ବହୁ ଅପରାଧିକ ମାମଲା ରହିଛି । ଜେଲ୍‌ରେ ଥିବା ଦୁର୍ଦାନ୍ତ ଅପରାଧୀ ଧଳ ସାମନ୍ତଙ୍କ ଇସାରାରେ ସେ କାମ କରୁଥିବା ଅଭିଯୋଗ ହୋଇଥିଲା । ବିଜୟ ପାଲଙ୍କ ଘରକୁ ସେ ଗୁଳି ମାଡ କରିଥିଲା । ଏହାପରେ ପୁଲିସ ତାକୁ ଧରିବା ପାଇଁ ଉଦ୍ୟମ ଆରମ୍ଭ କରିଥିଲା । ସଦରଥାନା ପୁଲିସ ଗୁଳିରେ ସଦା ଆହତ ହୋଇଛି । ତା ନିକଟରୁ ଗୋଟିଏ ବନ୍ଧୁକ ଓ ଜୀବନ୍ତ ଗୁଳି ଜବତ କରାଯାଇଛି ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories