www.samajalive.in
Sunday, December 14, 2025
23.1 C
Bhubaneswar

ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ଟ୍ରାଲ ଅଞ୍ଚଳରେ ସୋମବାର ରାତିରେ ଏନକାଉଣ୍ଟର ଘଟିଛି। ଯବାନଙ୍କ ସହ ଗୁଳିବିନିମୟ ବେଳେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନେ ଜୈଶ-ଏ-ମହମ୍ମଦ(ଜେଇଏମ)ର ଆତଙ୍କବାଦୀ ହୋଇଥିବା ସୂଚନା ମିଳିଛି। ସୂଚନା ମୁତାବକ, ଟ୍ରାଲ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ନେଇ ସେନାକୁ ଖବର ମିଳିଥିଲା। ଏହାପରେ ଯବାନମାନେ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ଯବାନଙ୍କ ଉପରକୁ ଗୁଳିମାଡ଼ କରିଥିଲେ। ଜବାବରେ ସୁରକ୍ଷାକର୍ମୀମାନେ ମଧ୍ୟ ପ୍ରତିଆକ୍ରମଣ କରିଥିଲେ। ଦୀର୍ଘ ସମୟ ଦରି ଉଭୟ ପକ୍ଷ ମଧ୍ୟରେ ଗୁଳିବିନିମୟ ଚାଲିଥିଲା। ଶେଷରେ ୨ ଆତଙ୍କବାଦୀ ନିହତ ହୋଇଥିଲେ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories