www.samajalive.in
Saturday, December 6, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ମାଓବାଦୀ ନିହତ

ରାୟଗଡା:  ଛତିଶଗଡ ସୁକମାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ଏଥିରେ ଜଣେ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି।  ମାଓବାଦୀମାନେ ଲୁଚିଥିବାର ଖବର ପାଇଁ ସୁରକ୍ଷାକର୍ମୀମାନେ ଅପରେସନ୍ ଆରମ୍ଭ କରିଥିଲେ । ଘଟଣାସ୍ଥଳରୁ ଅସ୍ତ୍ରଶସ୍ତ୍ର ଜବତ ହେବା ସହ ମାଓବାଦୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଚାଲିଥିବା ସୁକମା ଏସପି କିରଣ ଚୌହାନ ସୂଚନା ଦେଇଛନ୍ତି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories