www.samajalive.in
Monday, December 15, 2025
26.1 C
Bhubaneswar

ପୁଲଓ୍ବାମାରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ନୂଆଦିଲ୍ଳୀ; ଜମ୍ମୁକାଶ୍ମୀରର ପୁଲଓ୍ବାମାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ପୁଲଓ୍ବାମାର ଅର୍ଶିପୋରା ଅଞ୍ଚଳରେ ୨ରୁ ୩ଜଣ ଆତଙ୍କବାଦୀ ଲୁଚି ରହିଥିବାର ଖବର ପାଇବା ପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନକୁ ଜୋରଦାର କରିଥିଲେ। ଏତିକିବେଳେ ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବାବେଳେ ଅନ୍ୟ ଜଣଙ୍କୁ ସୁରକ୍ଷାକର୍ମୀମାନେ କାବୁ କରିନେଇଛନ୍ତି । ଏବେବି ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories