www.samajalive.in
Sunday, December 14, 2025
17.1 C
Bhubaneswar

୮ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସହକାରୀ ଯନ୍ତ୍ରୀ, ଧରିଲା ଭିଜିଲାନ୍ସ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ଜାଲରେ ଫଶିଛନ୍ତି ସହକାରୀ ଯନ୍ତ୍ରୀ। କୋରାପୁଟ ଜିଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ସହକାରୀ ଯନ୍ତ୍ରୀଙ୍କୁ ଧରିଛି ଭିଜିଲାନ୍ସ। ମନରେଗା ଅର୍ଥ ରିଲିଜ୍ ପାଇଁ ସରକାରୀ କ୍ଵାର୍ଟର୍ସରେ ଲାଞ୍ଚ ନେଉଥିଲେ ସୁଚିସ୍ମିତା। ଏହି ସମୟରେ ପୂର୍ବ ଯୋଜନା ମୁତାବକ ଚଢାଉ କରି ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜାଙ୍କୁ ଧରିବାସହ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ। ଏହାସହ ସହକାରୀ ଯନ୍ତ୍ରୀଙ୍କ ୩ଟି ଠିକଣାରେ ଭିିଜିଲାନ୍ସ ଟିମ୍‌ ଚଢାଉ କରିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories