www.samajalive.in
Monday, December 15, 2025
26.1 C
Bhubaneswar

୪ର୍ଥ ଟେଷ୍ଟ: ଟସ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି, ଭାରତ ୧୧୫/୧

ସମାଜ ଡିଜିଟାଲ ଡେସ୍କ: ମଞ୍ଚେଷ୍ଟରରେ ଚାଲିଥିବା ୪ର୍ଥ ଟେଷ୍ଟରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରୁଛି। ପ୍ରଥମ ଦିବସର ୨ୟ ସେସନ ଖେଳ ଜାରି ରହିଥିବାବେଳେ ଟିମ ଇଣ୍ଡିଆ ୧ ଉଇକେଟ ବିନିମୟରେ ୧୧୫ ରନ ସଂଗ୍ରହ କରିଛି। କେ.ଏଲ. ରାହୁଲ ୪୬ ରନ କରି ଆଉଟ୍ ହୋଇଥିବାବେଳେ ଯଶସ୍ଵୀ ଜୟସଓ୍ବାଲ ୫୮ ଏବଂ ସାଇ ଦୁଦର୍ଶନ ୧୩ ରନ କରି ଅପରାଜିତ ରହିଛନ୍ତି। ଇଂଲଣ୍ଡ ପକ୍ଷରୁ କ୍ରିସ ଓ୍ବକ୍‌ସ ୧ ଉଇକେଟ ଅକ୍ତିଆର କରିଛନ୍ତି।

ଭାରତ ପାଇଁ ଏହି ଟେଷ୍ଟ କର ବା ମର ସ୍ଥିତି ସୃଷ୍ଟି କରିଛି। କାରଣ ୪ ମ୍ୟାଚ ବିଶିଷ୍ଟ ଶୃଙ୍ଖଳରେ ଘରୋଇ ଦଳ ୨-୧ରେ ଆଗୁଆ ରହିଛି। ଶୃଙ୍ଖଳକୁ ଅମୀମାଶିଂତ ରଖିବାକୁ ହେହେଲ ଭାରତକୁ ଏହି ମ୍ୟାଚ ଜିତିବାକୁ ହେବ। ନଚେତ ଘରୋଇ ଦଳ ସିରିଜ ବିଜୟୀ ହେବ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories