www.samajalive.in
Monday, December 15, 2025
26.1 C
Bhubaneswar

ରୁଟ୍ ଓ ଡକେଟଙ୍କ ଅର୍ଦ୍ଧଶତକ, ବାରବାଟୀ କ୍ରିକେଟରେ ଭାରତ ପାଇଁ ୩୦୫ ରନର ଟାର୍ଗେଟ

ଡେସ୍କ: ଅଭିଜ୍ଞ ବ୍ୟାଟ୍ସମ୍ୟାନ୍ ଜୋ ରୁଟ୍ ଓ ଓପନର ବେନ୍ ଡକେଟଙ୍କ ଅର୍ଦ୍ଧଶତକ ବଳରେ ଇଂଲଣ୍ଡ ରବିବାର ଦ୍ୱିତୀୟ ଦିନିକିଆରେ ବାରବାଟୀରେ ଭାରତକୁ ୩୦୫ ରନର ଟାର୍ଗେଟ ଦେଇଛି।

ଟସ ଜିତି ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରିଥିଲା। ହ୍ୟାରୀ ବ୍ରୁକ ୩୧, ଅଧିନାୟକ ଜୋସ ବଟଲର ୩୪ ଏବଂ ଲିଭିଙ୍ଗଷ୍ଟୋନ ୪୧ ରନ ସ୍କୋର କରିଥିଲେ। ଭାରତ ପକ୍ଷରୁ ରବୀନ୍ଦ୍ର ଜାଡେଜା ୩ଟି ୱିକେଟ ନେଇଥିବା ବେଳେ ମହମ୍ମଦ ଶାମି, ହର୍ଷିତ ରାଣା, ହାର୍ଦ୍ଦିକ ପାଣ୍ଡ୍ୟା ଓ ବରୁଣ ଚକ୍ରବର୍ତ୍ତୀ ଗୋଟିଏ ଲେଖାଏ ୱିକେଟ ନେଇଥିଲେ।

- Advertisement -

ନାଗପୁର ଏକ ଦିବସୀୟରେ ବିଜୟୀ ହେବା ପରେ ଭାରତ ୩ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାରେ ୧-୦ରେ ଆଗୁଆ ରହିଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories