www.samajalive.in
Sunday, December 7, 2025
14.1 C
Bhubaneswar

‘ସାହୋ’ର ନୂଆ ଗୀତ ‘ଇନି ସୋନି’ର ଟିଜର ରିଲିଜ୍

ମୁମ୍ବଇ : ବାହୁବଳୀ ଷ୍ଟାର ପ୍ରଭାସଙ୍କ ଆଗାମୀ ଚଳଚ୍ଚିତ୍ର ‘ସାହୋ’ର ନୂଆ ଗୀତ ‘ଇନି ସୋନି’ର ଟିଜର ମଙ୍ଗଳବାର ରିଲିଜ୍ ହୋଇଛି। ନିଜେ ପ୍ରଭାସ ସାମାଜିକ ଗଣମାଧ୍ୟମ ଇନଷ୍ଟାଗ୍ରାମରେ ଏହା ଶେୟାର କରିଛନ୍ତି। ଏହା ପୂର୍ବରୁ ଚଳଚ୍ଚିତ୍ରର ପୋଷ୍ଟର ରିଲିଜ କରାଯାଇଥିଲା। ଆସନ୍ତ ଅଗଷ୍ଟ ୨ରେ ସମ୍ପୂର୍ଣ୍ଣ ଗୀତଟି ରିଲିଜ୍ ହେବ ବୋଲି ଜଣାପଡ଼ିଛି। ଏହି ଗୀତରେ ଗୁରୁ ରନ୍ଧଓ୍ବା ଓ ତୁଲସୀ କୁମାର କଣ୍ଠଦାନ କରିଛନ୍ତି। ଏଥିରେ ଶ୍ରଦ୍ଧା କପୁର ପ୍ରଭାସଙ୍କ ବିପକ୍ଷ ନାୟିକା ଭାବେ ଅଭିନୟ କରିଛନ୍ତି। ଚଳଚ୍ଚିତ୍ରର ନିର୍ଦ୍ଦେଶନା ଭାର ସୁଜୀତ ବହନ କରିଛନ୍ତି। ଏହାକୁ ହିନ୍ଦୀ, ତାମିଲ ଓ ତେଲୁଗୁ ଭାଷାରେ ମୁକ୍ତିଲାଭ କରାଯିବ। ‘ସାହୋ’ର ମୁକ୍ତିଲାଭ ତାରିଖ ପରିବର୍ତ୍ତନ କରାଯାଇଛି। ପ୍ରଥମେ ଏହା ୧୫ ଅଗଷ୍ଟରେ ମୁକ୍ତିଲାଭ କରିବାର ଥିଲା କିନ୍ତୁ ଏବେ ୩୦ ଅଗଷ୍ଟରେ ପରଦାକୁ ଆସିବ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories