www.samajalive.in
Saturday, December 6, 2025
23.1 C
Bhubaneswar

ନବୀନ ନିବାସରେ ବିଜେଡି ନେତା

ଭୁବନେଶ୍ୱର: ନବୀନ ନିବାସରେ ପହଞ୍ଚିଛନ୍ତି ବରିଷ୍ଠ ବିଜେଡି ନେତା। ବିଜେଡି ନେତା ପ୍ରଦୀପ ଅମାତ, ପ୍ରଫୁଲ୍ଲ ମଲ୍ଲିକ, ଉଷା ଦେବୀ ନବୀନ ନିବାସ ଯାଇ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଆଲୋଚନା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ସାଂଗଠନିକ କାର୍ଯ୍ୟକ୍ରମ ନେଇ ଆଲୋଚନା ହୋଇଛି। ଦଳ ଏଭଳି ପରାଜୟ କରିବ ବୋଲି ଆଶା କରିନଥିବା ଉଷା ଦେବୀ କହିଛନ୍ତି। ସେହିପରି ରଘୁନାଥ ମହାନ୍ତି ଓ ତାଙ୍କ ପୁଅ ମଧ୍ୟ ନବୀନଙ୍କୁ ଭେଟି ଆଲୋଚନା କରିଛନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories