ପୁରୀ: ବିଶ୍ୱବ୍ୟାପି ଆତଙ୍କ ସୃଷ୍ଟି କରିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ଶ୍ରୀନ୍ଦିରରେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କେହିବି ଦର୍ଶନାର୍ଥୀ କାଲିଠାରୁ ଶ୍ରୀମନ୍ଦିରରେ ପ୍ରବେଶ କରି ପାରିବେନି। କେବଳ ସେବାୟତମାନେ ନୀତିକାନ୍ତି ପାଇଁ ଶ୍ରୀମନ୍ଦିର ଭିତରକୁ ଯାଇ ପାରିବେ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଆଜି(ଗୁରୁବାର) ସୂଚନା ଦେଇଛନ୍ତି।
Popular Categories



