www.samajalive.in
Monday, December 8, 2025
24.1 C
Bhubaneswar

ଖବରକାଗଜ କାର୍ଯ୍ୟାଳୟରେ ଇଓଡବ୍ଲ୍ୟୁ ଚଢାଉ

ଭୁବନେଶ୍ବର: ଭୁବନେଶ୍ବର ରସୁଲଗଡ଼ସ୍ଥିତ ଏକ ଦୈନିକ ଖବରକାଗଜ କାର୍ଯ୍ୟାଳୟରେ ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ପକ୍ଷରୁ ଚଢାଉ କରାଯାଇଛି। ଋଣ ଠକେଇ ମାମଲାରେ ଏହି ଚଢାଉ କରାଯାଇଥିବା ଜଣାପଡ଼ିଛି। ଇଓଡବ୍ଲ୍ୟୁ ଅଧିକାରୀମାନେ କାର୍ଯ୍ୟାଳୟର ମାନବସମ୍ବଳ ବିଭାଗ ଅଧିକାରୀଙ୍କୁ ପଚରାଉଚରା କରିବା ସହ ବିଭିନ୍ନ କାଗଜପତ୍ର ଯାଞ୍ଚ କରିଛନ୍ତି। ତେବେ ଉକ୍ତ ଖବରକାଗଜ ମାଲିକ ଶାସକ ଦଳର ଜଣେ ବିଧାୟକ ଥିବା ସୂଚନା ମିଳିଛି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories