www.samajalive.in
Sunday, December 7, 2025
23.1 C
Bhubaneswar

ବିଲ ପାସ୍ ପାଇଁ ଲାଞ୍ଚ ନେଉଥିବାବେଳେ ଇଏସ୍‌ଆଇସି କର୍ମଚାରୀଙ୍କୁ ଧରିଲା ଭିଜିଲାନ୍ସ

ରାଉରକେଲା: ଭିଜିଲାନ୍ସ ଜାଲରେ ଏଏସଆଇସି କର୍ମଚାରୀ। ରାଉରକେଲା ଜେଲ ରୋଡରେ ଥିବା ଇଏସଆଇ ହସ୍ପିଟାଲର ବରିଷ୍ଠ କିରାଣୀ ଅଭିରାମ ସାହୁ ଲାଞ୍ଚ ନେଇ ଧରାପଡିଛନ୍ତି। ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଅଭିରାମଙ୍କୁ ଭିଜିଲାନ୍ସ ଟିମ୍ ଧରିଛି। ସୂଚନା ମୂତାବକ ଅଭିରାମ ଜଣେ ରୋଗୀଙ୍କର ୯୦ ହଜାର ଟଙ୍କା ବିଲ୍ ପାସ୍ କରିବାର ଥିଲା। ଏଥିଲାଗି ସେ ରୋଗୀଙ୍କ ସମ୍ପର୍କୀୟଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ବ୍ୟକ୍ତି ଜଣଙ୍କ ଏ ନେଇ ଭିଜିଲାନ୍ସରେ ଜଣାଇଥିଲେ । ତେବେ ପୂର୍ବ ଯୋଜନା ମୂତାବକ ଲାଞ୍ଚ ଦେବା ବେଳେ ଭିଜିଲାନ୍ସ ଅଧିକାରୀ ଚଢାଉ କରିଥିଲେ । ଟଙ୍କା ସହ ଅଭିରାମ ସାହୁଙ୍କୁ ଧରିବା ସହ ଅଟକ ରଖି ପଚରାଉଚରା କରାଯାଉଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories