www.samajalive.in
Sunday, December 7, 2025
14.1 C
Bhubaneswar

ଇଥିଓପିଆ ଏୟାରଲାଇନସର ବିମାନ ଦୁର୍ଘଟଣାଗ୍ରସ୍ତ, ୧୫୭ ମୃତ

ନୂଆଦିଲ୍ଲୀ : ଅଦୀସ ଅବାବ ଠାରୁ ନୈରୋବି ଯାଉଥିବା ଇଥିଓପିଆ ଏୟାରଲାଇନସର ୭୩୭ ବିମାନ ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ କ୍ଲୁ ସଦସ୍ୟ ସମେତ ୧୫୭ ଜଣ ଯାତ୍ରୀ ଥିଲେ । ସମାଚରେ ଏଜେନ୍ସୀ ରାୟଟର୍ସର ସୂଚନା ଅନୁଯାୟୀ ବିମାନରେ ଥିବା ସମସ୍ତ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ଇଥିଓପିଆର ପ୍ରଧାନମନ୍ତ୍ରୀ ପୀଡିତଙ୍କ ପରିବାରଙ୍କ ପ୍ରତି ସମ୍ବେଦନ ପ୍ରକାଶ କରିଛନ୍ତି ।

Hot this week

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

Related Articles

Popular Categories