www.samajalive.in
Sunday, December 14, 2025
26.1 C
Bhubaneswar

ଇଥିଓପିଆ ବସ୍‌ ଦୁର୍ଘଟଣାରେ ୩୮ ମୃତ

ଆଡିସ୍‌ ଆବାବା : ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସୋମବାର ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହେବାଫଳରେ ୩୮ ଜଣ ପ୍ରାଣ ହରାଇଛନ୍ତି। ଆହତ କୋଡିଏ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ଟି ପାହାଡିଆ ରାସ୍ତାରେ ଯାଉଥିବାବେଳେ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଦୁର୍ଘଟଣା ଘଟିଥିବା ପ୍ରକାଶ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories