ଭୁବନେଶ୍ୱର: ଚିଲିକା ନୌକା ବୁଡ଼ି ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ମିଳିବ। ଆହତଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!