www.samajalive.in
Friday, December 5, 2025
26.1 C
Bhubaneswar

ରାଜକୋଟରେ ଆଜି ବିଜୟ ରୂପାଣିଙ୍କ ଅନ୍ତିମ ସଂସ୍କାର

ସମାଜ ଡିଜିଟାଲ ଡେସ୍କ: ଆଜି ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୁପାଣୀଙ୍କୀ ହେବ ଶେଷକୃତ୍ୟ । ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଗୁଜରାଟର ସ୍ୱାସ୍ଥ୍ୟମନ୍ତ୍ରୀ ଋଷିକେଶ ପଟେଲ ସୂଚନା ଦେଇଛନ୍ତି । ରୂପାଣିଙ୍କ ଅକସ୍ମିକ ବିୟୋଗ ପାଇଁ ଗୁଜରାଟ ସରକାର ସୋମବାର ଦିନିକିଆ ରାଜ୍ୟସ୍ତରୀୟ ଶୋକ ଦିବସ ଘୋଷଣା କରିଛନ୍ତି । ଆଜି ଅପରାହ୍ନରେ ୨ଟାରେ ରାଜକୋଟରେ ମୃତଦେହ ପହଞ୍ଚିବା ପରେ ଅପରାହ୍ନ ୫ଟାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନ୍ତିମ ସଂସ୍କାର କରାଯିବ । ଗତ ଗୁରୁବାର ଦିନ ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି । ଡିଏନଏ ନମୁନା ପରୀକ୍ଷା ମାଧ୍ୟମରେ ତାଙ୍କ ମୃତଦେହକୁ ଚିହ୍ନଟ କରାଯାଇଛି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories