www.samajalive.in
Monday, December 8, 2025
27.1 C
Bhubaneswar

ପୂର୍ବତନ ବିଧାୟକ ପ୍ରାର୍ଥୀଙ୍କୁ ହତ୍ୟା

ଆନନ୍ଦପୁର: ନିର୍ବାଚନ ଆରମ୍ଭ ହେବା ପୂର୍ବରୁ ରାଜ୍ୟରେ ପ୍ରାକ୍‌ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଘଷିପୁରାର ଜଣେ ପୂର୍ବତନ ବିଧାୟକ ପ୍ରାର୍ଥୀଙ୍କୁ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ରାମଚନ୍ଦ୍ର ବେହେରା। କେତେଜଣ ଦୁର୍ବୃତ୍ତ ତାଙ୍କୁ ଧକୋଠାସ୍ଥିତ ବାସଭବନରୁ ଡାକିନେଇ ହାତ, ଗୋଡ଼ ହାଣି ଦେଇଥିଲେ। ଗୁରୁତର ଅବସ୍ଥାରେ ରାମଚନ୍ଦ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରାଜନୈତିକ ଆକ୍ରୋଶ ଯୋଗୁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories