ଆଳିର ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀଙ୍କର ପରଲୋକ

ଭୁବନେଶ୍ବର: ଆଳିର ପୂର୍ବତନ ବିଧାୟିକା ତଥା ଶକ୍ତି ମନ୍ତ୍ରୀ ପ୍ରତାପ ଦେବଙ୍କ ମା’ ସୁଶ୍ରୀ ଦେବୀଙ୍କ ପରଲୋକ ହୋଇଯାଇଛି। କଟକସ୍ଥିତ ବାସଭବନରେ ସୁଶ୍ରୀ ଦେବୀଙ୍କ ୭୩ ବର୍ଷ ବୟସରେ ପରଲୋକ ହୋଇଛି। ୧୯୯୦ରୁ ୧୯୯୫ ପର୍ଯ୍ୟନ୍ତ ଆଳି ବିଧାୟିକା ଥିଲେ ସୁଶ୍ରୀ ଦେବୀ। ୨୦୦୨ରେ ରାଜ୍ୟସଭାକୁ ମଧ୍ୟ ନିର୍ବାଚିତ ହୋଇଥିଲେ। ୧୦ ଅକ୍ଟୋବର ୧୯୫୦ରେ ଜନ୍ମ ଗ୍ରହଣ କରିଥିବା ସୁଶ୍ରୀ ଦେବୀ ୧୯୭୧ରେ ଜନତା ଦଳରୁ ରାଜନୈତିକ ଜୀବନ ଆରମ୍ଭ କରିଥିଲେ। ଆଳି ନିର୍ବାଚନ ମଣ୍ଡଳୀରୁ ସୁଶ୍ରୀ … Continue reading ଆଳିର ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀଙ୍କର ପରଲୋକ