www.samajalive.in
Tuesday, December 9, 2025
16.1 C
Bhubaneswar

ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟର ଫେବୃଆରୀ ୨୧ରେ ହେବାକୁ ଥିବା ପରୀକ୍ଷା ଘୁଞ୍ଚିଲା

ପୁରୀ : ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟ, ପୁରୀ ଦ୍ବାରା ଗୁରୁବାର ଠାରୁ ଆରମ୍ଭ ହେଉଥିବା ଯୁକ୍ତ ୩ ଶାସ୍ତ୍ରୀ ଦ୍ବିତୀୟ ବର୍ଷ ପରୀକ୍ଷା କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ଗୁରୁବାର ଦିନ ପ୍ରସ୍ତାବିତ ଓଡିଶା ବନ୍ଦକୁ ଦୃଷ୍ଟିରେ ରଖି ଫେବୃଆରୀ ୨୧ତାରିଖରେ ହେବାକୁ ଥିବା ପରୀକ୍ଷାକୁ ମାର୍ଚ୍ଚ ୧ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ବିଶ୍ବବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ କହିଛନ୍ତି ଯେ, ଫେବୃଆରୀ ୨୧ରେ ହେବାକୁ ଥିବା ଏମଆଇଏଲ(ଓଡିଆ) ପରୀକ୍ଷା ମାର୍ଚ୍ଚ ୧ତାରିଖ ଶୁକ୍ରବାର ଦିନ ୧୦ଟାରୁ ୧ଟା ମଧ୍ୟରେ ଅନୁଷ୍ଠିତ ହେବ। ଏତଦବ୍ୟତୀତ ଅନ୍ୟାନ୍ୟ ପରୀକ୍ଷା ସୂଚୀ ଅପରିବର୍ତ୍ତିତ ରହିଥିବା ସେ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories