www.samajalive.in
Saturday, December 6, 2025
15.1 C
Bhubaneswar

ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ଛାତ୍ରଛାତ୍ରୀ ପ୍ରସ୍ତୁତ ରୁହନ୍ତୁ – ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ କରୋନା ତଳମୁହାଁ ହେଉଛି। ଏହାକୁ ନଜରରେ ରଖି ଦଶମ ଓ ଦ୍ୱାଦଶ ପରୀକ୍ଷା ପ୍ରସଙ୍ଗରେ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଧିରେ ଧିରେ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ହେଉଥିବାରୁ ଦଶମ ଓ ଦ୍ୱାଦଶ ପରୀକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବ ବୋଲି ମନ୍ତ୍ରୀ କହିଛନ୍ତି। ପରୀକ୍ଷା ପାଇଁ ପିଲାମାନେ ପ୍ରସ୍ତୁତ ରୁହନ୍ତୁ। ବିଶେଷ ପରିସ୍ଥିତିରେ ହୁଏତ ଅନ୍ୟ ନିଷ୍ପତ୍ତି ନିଆଯାଇପାରେ। ମାତ୍ର ବର୍ତ୍ତମାନର ସ୍ଥିତିକୁ ଦୃଷ୍ଟିରେ ରଖି ପରୀକ୍ଷା ହେବାର ସମ୍ଭାବନା ଯଥେଷ୍ଟ ରହିଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories