www.samajalive.in
Saturday, December 6, 2025
23.1 C
Bhubaneswar

ପରୀକ୍ଷାଫଳ ଅପେକ୍ଷାରେ ସିବିଏସଇ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ : ସାରା ଦେଶରେ ଲକ୍ଷ ଲକ୍ଷ ସିବିଏସଇ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ସିବିଏସଇ ଦଶମ ବୋର୍ଡ ପରୀକ୍ଷାର ଫଳାଫଳ ଘୋଷଣାକୁ ଅପେକ୍ଷା କରିଛନ୍ତି। ସିବିଏସଇ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଟ୍ୟାବୁଲେସନ ପ୍ରକ୍ରିୟା ସମାପ୍ତ ହୋଇଛି। ଏହାସହ ସିବିଏସଇ ଦ୍ୱାରା ସ୍ଥିର କରାଯାଇଥିବା ନିୟମ ଅନୁଯାୟୀ ବିଦ୍ୟାଳୟଗୁଡିକରୁ ମାର୍କ ଗ୍ରହଣ କରାଯାଇଛି। ଜୁଲାଇ ୨୦ ସୁଦ୍ଧା ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇବ ବୋଲି ଆଶା କରାଯାଉଛି।
ସୂଚନା ଯୋଗ୍ୟ, ସିବିଏସଇ ୧୦ମ ବୋର୍ଡ ପରୀକ୍ଷା ୨୦୨୧ ଯାହା ମେ ୪ରୁ୧୪ ମଧ୍ୟରେ ହେବାକୁ ଥିଲା କୋଭିଡ ମହାମାରୀ ପାଇଁ ବାତିଲ କରାଯାଇଥିଲା। ବାତିଲ ପରେ ଶିକ୍ଷାବର୍ଷରେ କରାଯାଇଥିବା ପରୀକ୍ଷା ଏବଂ ପରୀକ୍ଷାରେ ୧୦ମ ଶ୍ରେଣୀ ଫଳାଫଳ୨୦୨୧ ପ୍ରସ୍ତୁତ କରାଯାଇଛି। ସିବିଏସଇ ଦ୍ୱାରା ଫଳାଫଳ ଘୋଷଣା ହେବା ପରେ ଛାତ୍ରଛାତ୍ରୀମାନେ ସ୍କୋରକାର୍ଡକୁ ପହଞ୍ଚିପାରିବେ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories