www.samajalive.in
Wednesday, December 10, 2025
23.1 C
Bhubaneswar

ଜଙ୍ଗଲରୁ ବିପୁଳ ବିସ୍ଫୋରକ ଜବତ

ମାଲକାନଗିରି: ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଦୁଲାଗଣ୍ଡି ଗ୍ରାମ ନିକଟରୁ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ବିଏସଏଫ ଏବଂ ଓଡ଼ିଶା ପୁଲିସ ପକ୍ଷରୁ ମିଳିତ କୋମ୍ବିଂ ସମୟରେ ପଥର ଗୁମ୍ଫା ତଳେ ଲୁଚାଇ ରଖାଯାଇଥିବା ଏହି ବିସ୍ଫୋରକର ସନ୍ଧାନ ମିଳିଥିଲା। ମାଓବାଦୀମାନେ ଏସବୁ ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡ଼ିଛି। ବିସ୍ଫୋରକ ମଧ୍ୟରେ ଗୋଟିଏ ବନ୍ଧୁକ, ୧୧୦ଟି ଜିଲାଟିନ ଷ୍ଟିକ, ମାଓବାଦୀ ପୁସ୍ତିକା, ୧୭୦ଟି ୭.୬୨ ଏମଏମ ଇଏଫସି, ୧୫୦ଟି କାଟ୍ରିଜ ରହିଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories