www.samajalive.in
Sunday, December 14, 2025
26.1 C
Bhubaneswar

ବିସ୍ଫୋରକ ଭର୍ତ୍ତି ଦୁଇଟି ଗାଡ଼ି ଜବତ

ରାଉରକେଲା: ରାଉରକେଲା ରଘୁନାଥ ପାଲି ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ କରାଯାଉଥିବା ସମୟରେ ଏହାକୁ ଜବତ କରାଯାଇଛି। ବିସ୍ଫୋରକ ସାମଗ୍ରୀ ଜବତ କରି ରଘୁନାଥପାଲି ଥାନା ପୁଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ବିସ୍ଫୋରକ ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଓ ଗାଡ଼ି ଡ୍ରାଇଭରଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories