www.samajalive.in
Sunday, December 14, 2025
19.1 C
Bhubaneswar

ଭାନୁପ୍ରତାପଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଲା ବିଜେଡି

ସମାଜ ଡିଜିଟାଲ ଡେସ୍କ: ନୂଆପଡ଼ା ଜିଲାର ୮ ନମ୍ବର ଜୋନ ଜିଲା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂହ ମାଝୀଙ୍କ ଉପରୁ ବିଜେଡିରୁ ବହିଷ୍କାର ଆଦେଶ ହଟାଇ ଦିଆଯାଇଛି। ଏ ନେଇ ବିଜେଡି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦେଶକ୍ରମେ ଏହି ପଦ​‌କ୍ଷେପ ଗ୍ରହଣ କରାଯାଇଥିବା କୁହାଯାଇଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories