ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କୁ ଭେଟିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଜୟଶଙ୍କର

ଡେସ୍କ: ନାମ ସମ୍ମିଳନୀରେ ଯୋଗଦେବା ପାଇଁ ଉଗାଣ୍ଡାର କାମ୍ପାଲାରେ ଥିବା ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର ଆଜି ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମାସିଙ୍ଗେଙ୍କୁ ଭେଟିଛନ୍ତି। ଭାରତ-ଶ୍ରୀଲଙ୍କା ଦ୍ୱିପାକ୍ଷିକ ସମ୍ପର୍କକୁ ଆଗକୁ ନେବାରେ ଡକ୍ଟର ଜୟଶଙ୍କର ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କଙ୍କ ମାର୍ଗଦର୍ଶନକୁ ପ୍ରଶଂସା କରିଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରୀ କହିଛନ୍ତି ଯେ ପଡୋଶୀ ପ୍ରଥମ ଏବଂ ସାଗର ଭଳି ନୀତିରେ ଭାରତର ପ୍ରତିବଦ୍ଧତା ପ୍ରତିଫଳିତ ହୋଇଛି। ନିର୍ଭରଯୋଗ୍ୟ ଓ ସ୍ଥାୟୀ ଅର୍ଥନୀତିର ଦେଶ ହେଉଛି ଭାରତ Related … Continue reading ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କୁ ଭେଟିଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଜୟଶଙ୍କର